ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗୁଜରାଟର ସୁରେନ୍ଦ୍ରନଗର ଜିଲ୍ଲାରେ ଘଟିଥିବା ଏକ ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
13 APR 2026 11:32AM by PIB Bhubaneswar
ଗୁଜରାଟର ସୁରେନ୍ଦ୍ରନଗର ଜିଲ୍ଲାରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ଏହି ଦୁଃଖଦ ଘଟଣାରେ ନିଜର ନିକଟ ଏବଂ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କ ପ୍ରତି ପ୍ରଧାନମନ୍ତ୍ରୀ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଆହତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସେ ପ୍ରାର୍ଥନା କରୁଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ଲେଖିଛନ୍ତି:
"ଗୁଜରାଟର ସୁରେନ୍ଦ୍ରନଗର ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ହୃଦୟରୁ ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି । "
HS
(ରିଲିଜ ଆଡି: 2255108)
ପରିଦର୍ଶକ କାଉଣ୍ଟର : 18
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Bengali-TR
,
Manipuri
,
Assamese
,
Punjabi
,
Gujarati
,
Telugu
,
Kannada
,
Malayalam