ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଅକ୍ଷୟ ତୃତୀୟା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 19 APR 2026 10:50AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଷୟ ତୃତୀୟା ଅବସରରେ ଦେଶର ନାଗରିକମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ପର୍ବ ଲୋକମାନଙ୍କୁ ଉତ୍ତମ କାର୍ଯ୍ୟ, ଦାନ ଏବଂ ସେବା ମାର୍ଗରେ ଆଗକୁ ବଢ଼ିବା ପାଇଁ ପ୍ରେରଣା ଦେଇଥାଏ। ଏହି ଅବସରରେ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆସିବ ବୋଲି ସେ ଆଶା ବ୍ୟକ୍ତ କରିଥିଲେ

ପ୍ରଧାନମନ୍ତ୍ରୀ ଏକ୍ସ ଉପରେ ଲେଖିଛନ୍ତି;

"ଅକ୍ଷୟ ତୃତୀୟା ଅବସରରେ ଆମ ଦେଶର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ପବିତ୍ର ପର୍ବ ଆମକୁ ଧାର୍ମିକତା, ଦାନ ଏବଂ ସେବା ମାର୍ଗରେ ଆଗକୁ ବଢିବା ପାଇଁ ପ୍ରେରଣା ଦେଇଥାଏ। ଏହି ଅବସର ସମସ୍ତଙ୍କ ଜୀବନରେ ସୁଖ, ସୌଭାଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣନ୍ତୁ। ସମସ୍ତଙ୍କୁ ଅକ୍ଷୟ ଫଳ ମିଳୁ । "

HS


(रिलीज़ आईडी: 2255111) आगंतुक पटल : 31
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Assamese , Manipuri , Bengali , Bengali-TR , Punjabi , Gujarati , Telugu , Kannada , Malayalam