ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ଉପରାଜ୍ୟପାଳ
प्रविष्टि तिथि:
20 MAR 2026 6:52PM by PIB Bhubaneswar
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଆଡମିରାଲ ଡି. କେ. ଯୋଶୀ (ଅବସରପ୍ରାପ୍ତ) ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ଉପରେ ଲେଖିଛନ୍ତି:
‘‘ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ଲେଫ୍ଟନାଣ୍ଟ ଗଭର୍ଣ୍ଣର, ଆଡମିରାଲ ଡି. କେ. ଯୋଶୀ, (ଅବସରପ୍ରାପ୍ତ) ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ ।’’
HS
(रिलीज़ आईडी: 2255137)
आगंतुक पटल : 41
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam