ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ଅଜୟ ରାୟଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 02 MAY 2026 7:19AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଅଜୟ ରାୟଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଶ୍ରୀ ଅଜୟ ରାୟଙ୍କ ଅସୁସ୍ଥତାର ଖବର ପାଇଥିଲେ ଏବଂ ସେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:

"ଉତ୍ତର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ ରାୟ ଜୀ ଅସୁସ୍ଥ ଥିବା ଖବର ପାଇଲି। ମୁଁ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି "

HS


(ରିଲିଜ ଆଡି: 2257741) ପରିଦର୍ଶକ କାଉଣ୍ଟର : 4