ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନୂଆଦିଲ୍ଲୀରେ ମିଶନ ମୁଖ୍ୟମାନଙ୍କ ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 30 APR 2026 10:42PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ମିଶନ ମୁଖ୍ୟମାନଙ୍କ ସମ୍ମିଳନୀରେ ଯୋଗ ଦେଇଛନ୍ତି

ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ବାଣିଜ୍ୟ, ପ୍ରଯୁକ୍ତିବିଦ୍ୟା ଏବଂ ରଣନୈତିକ ଭାଗିଦାରୀ ମାଧ୍ୟମରେ ଭାରତର ବୈଶ୍ୱିକ ସମ୍ପର୍କକୁ ସୁଦୃଢ଼ କରିବା ସହିତ ପ୍ରବାସୀ ଭାରତୀୟଙ୍କ ସହ ସମ୍ପର୍କକୁ ଗଭୀର କରିବା ଉପରେ ବ୍ୟାପକ ଆଲୋଚନା ହୋଇଥିଲା

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:

"ନୂଆଦିଲ୍ଲୀରେ ମିଶନ ମୁଖ୍ୟମାନଙ୍କ ସମ୍ମିଳନୀରେ ଯୋଗ ଦେଇଥିଲେ। ଆମର ପ୍ରବାସୀମାନଙ୍କ ସହିତ ସମ୍ପର୍କକୁ ଗଭୀର କରିବା ସହିତ ବାଣିଜ୍ୟ, ପ୍ରଯୁକ୍ତିବିଦ୍ୟା ଏବଂ ରଣନୈତିକ ଭାଗିଦାରୀକୁ ଆଗକୁ ବଢ଼ାଇବା ମାଧ୍ୟମରେ ଭାରତର ବିଶ୍ୱସ୍ତରୀୟ ସମ୍ପର୍କକୁ ମଜବୁତ କରିବା ଉପରେ ଆମେ ବ୍ୟାପକ ଆଲୋଚନା କରିଛୁ ।’’

HS


(रिलीज़ आईडी: 2260113) आगंतुक पटल : 29
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Assamese , Bengali , Manipuri , Punjabi , Gujarati , Telugu , Kannada , Malayalam