ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭି. ଡି. ସତୀଶନ ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
18 MAY 2026 1:49PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭି. ଡି. ସତୀଶନ ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଶ୍ରୀ ମୋଦୀ କହିଛନ୍ତି ଯେ କେନ୍ଦ୍ର ସରକାର ନବଗଠିତ କେରଳ ସରକାରଙ୍କୁ ଜନସାଧାରଣଙ୍କ ଆକାଂକ୍ଷାକୁ ପୂରଣ କରିବା ଲାଗି ସମସ୍ତ ସମ୍ଭାବ୍ୟ ସହାୟତାର ପ୍ରତିଶ୍ରୁତି ଦେଇଛନ୍ତି।
ଶ୍ରୀ ମୋଦୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
"କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭି. ଡି. ସତୀସନ ଜୀଙ୍କୁ ଅଭିନନ୍ଦନ। ତାଙ୍କ କାର୍ଯ୍ୟକାଳ ପାଇଁ ମୋର ଶୁଭେଚ୍ଛା। କେନ୍ଦ୍ର ସରକାର ନବଗଠିତ କେରଳ ସରକାରଙ୍କୁ ଲୋକଙ୍କ ଆକାଂକ୍ଷାକୁ ପୂରଣ କରିବାରେ ସମସ୍ତ ସମ୍ଭାବ୍ୟ ସହାୟତାର ପ୍ରତିଶ୍ରୁତି ଦେଇଛନ୍ତି ।’’
HS
(ରିଲିଜ ଆଡି: 2262381)
ପରିଦର୍ଶକ କାଉଣ୍ଟର : 4
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam