ପୋଷ୍ଟ କରାଯିବା ଦିନାଙ୍କ:
25 MAY 2026 6:02PM by PIB Bhubaneswar
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
"ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।’’
HS