ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ

प्रविष्टि तिथि: 28 MAY 2026 1:59PM by PIB Bhubaneswar

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;

"ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ବୈଠକ କରିଛନ୍ତି।’’

HS


(रिलीज़ आईडी: 2266359) आगंतुक पटल : 24
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam