ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ସ୍ଲୋଭେନିଆର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଶ୍ରୀ ଜାନେଜ ଜାନସାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
28 MAY 2026 4:24PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ଲୋଭେନିଆର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଶ୍ରୀ ଜାନେଜ ଜାନସାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଏକ୍ସ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
"ସ୍ଲୋଭେନିଆର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ମିଷ୍ଟର ଜାନେଜ ଜାନସାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଆମ ଲୋକମାନଙ୍କ ସହଭାଗୀ ସମୃଦ୍ଧି ଏବଂ ପାରସ୍ପରିକ ଲାଭ ପାଇଁ ଆମର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା ଲାଗି ମୁଁ ତାଙ୍କ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି।’’
HS
(ରିଲିଜ ଆଡି: 2266360)
ପରିଦର୍ଶକ କାଉଣ୍ଟର : 8