ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଇଦ୍-ଉଲ୍-ଅଧା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 28 MAY 2026 9:55AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଦ୍-ଉଲ୍-ଅଧା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

"ଇଦ୍-ଉଲ୍-ଅଧା ର ଶୁଭେଚ୍ଛା! ଏହି ଅବସରରେ ଆମ ସମାଜରେ ଭାଇଚାରା ଏବଂ ଖୁସିର ଭାବନା ଗଭୀର ହେଉ ସମସ୍ତଙ୍କ ସଫଳତା ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି । "

HS


(रिलीज़ आईडी: 2266363) आगंतुक पटल : 37
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Bengali , Bengali-TR , Manipuri , Punjabi , Gujarati , Tamil , Telugu , Kannada , Malayalam