ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 27 MAY 2026 8:33AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ ଏକ୍ସ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

"ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।"

HS


(रिलीज़ आईडी: 2266371) आगंतुक पटल : 25
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Bengali-TR , Assamese , Punjabi , Gujarati , Tamil , Telugu , Kannada , Malayalam