ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ରାଜସ୍ଥାନର ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
01 JUN 2026 6:52PM by PIB Bhubaneswar
ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ଉପରେ ଲେଖିଥିଲା;
"ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
HS
(ରିଲିଜ ଆଡି: 2268002)
ପରିଦର୍ଶକ କାଉଣ୍ଟର : 30
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam