ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ତ୍ରିପୁରାର ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 26 MAY 2026 5:20PM by PIB Bhubaneswar

ତ୍ରିପୁରାର ମୁଖ୍ୟମନ୍ତ୍ରୀ ଶ୍ରୀ ମାଣିକ ସାହା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଥିଲେ।

 

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି;

 

ତ୍ରିପୁରାର ମୁଖ୍ୟମନ୍ତ୍ରୀ @DrManikSaha2 ପ୍ରଧାନମନ୍ତ୍ରୀ @narendramodiଙ୍କୁ ସାକ୍ଷାତ କରିଥିଲେ।

 

*****

MT

 

 


(ରିଲିଜ ଆଡି: 2268477) ପରିଦର୍ଶକ କାଉଣ୍ଟର : 24