ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଫିଲିପାଇନ୍ସର ମିଣ୍ଡାନାଓରେ ଭୂକମ୍ପ ଯୋଗୁଁ ଘଟିଥିବା ଜୀବନହାନି ଏବଂ କ୍ଷୟକ୍ଷତିକୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 08 JUN 2026 7:25PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫିଲିପାଇନ୍ସର ମିଣ୍ଡାନାଓରେ ଆଜିର ଭୂକମ୍ପରେ ଜୀବନହାନି ଏବଂ କ୍ଷୟକ୍ଷତି ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ

ଶ୍ରୀ ମୋଦୀ ଦୃଢ଼ତାର ସହ କହିଥିଲେ ଯେ ଭାରତ ଫିଲିପାଇନ୍ସର ଜନସାଧାରଣ ଏବଂ ସରକାରଙ୍କ ସହ ଏକଜୁଟ ହୋଇ ଛିଡା ହୋଇଛି

ପ୍ରଧାନମନ୍ତ୍ରୀ 'ଏକ୍ସରେ ପୋଷ୍ଟ କରିଛନ୍ତି:

"ଫିଲିପାଇନ୍ସର ମିଣ୍ଡାନାଓରେ ଆଜିର ଭୂକମ୍ପରେ ଘଟିଥିବା ଜୀବନହାନି ଏବଂ କ୍ଷୟକ୍ଷତି ଯୋଗୁଁ ଦୁଃଖିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ଭାରତ ଫିଲିପାଇନ୍ସର ଜନସାଧାରଣ ଏବଂ ସରକାରଙ୍କ ସହ ଏକଜୁଟ ହୋଇ ଛିଡା ହୋଇଛି ’’

HS


(रिलीज़ आईडी: 2270511) आगंतुक पटल : 6
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam