ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଞ୍ଜାବର ଫିରୋଜପୁରରେ ଘଟିଥିବା ଦୁର୍ଘଟଣାକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 06 JUN 2026 6:22PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଞ୍ଜାବର ଫିରୋଜପୁର ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ଶ୍ରୀ ମୋଦୀ ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ

ପ୍ରଧାନମନ୍ତ୍ରୀ 'ଏକ୍ସରେ ପୋଷ୍ଟ କରିଛନ୍ତି:

"ପଞ୍ଜାବର ଫିରୋଜପୁର ଜିଲ୍ଲାରେ ଏକ ଦୁର୍ଘଟଣା ବିଷୟରେ ଶୁଣି ଗଭୀର ଦୁଃଖିତ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । "

HS


(रिलीज़ आईडी: 2270518) आगंतुक पटल : 3
इस विज्ञप्ति को इन भाषाओं में पढ़ें: Bengali , English , Urdu , Marathi , हिन्दी , Manipuri , Assamese , Bengali-TR , Punjabi , Gujarati , Tamil , Telugu , Kannada , Malayalam