ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରଜ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 15 JUN 2026 3:23PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରଜ ପର୍ବ ଅବସରରେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି

ଏକ୍ସ ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

"ରଜ ପର୍ବ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଏହି ସ୍ୱତନ୍ତ୍ର ପର୍ବ ସମାଜରେ ସୁଖ ଏବଂ ସୌହାର୍ଦ୍ଦ୍ୟର ଭାବନାକୁ ଗଭୀର କରୁ ସମସ୍ତଙ୍କୁ ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର ଆଶୀର୍ବାଦ ମିଳୁ । "

HS


(ରିଲିଜ ଆଡି: 2273125) ପରିଦର୍ଶକ କାଉଣ୍ଟର : 30