ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପାହାଡପୁର ଗାଁର ବିଦ୍ୟାଳୟ ପରିଦର୍ଶନ ସହିତ ଶିକ୍ଷା ଭିତ୍ତିଭୂମିର ଉନ୍ନତି ପାଇଁ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
20 JUN 2026 8:44PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ପାହାଡପୁର ଗାଁର ଏକ ବିଦ୍ୟାଳୟ ପରିଦର୍ଶନ କରି ସେ ଆନନ୍ଦିତ।
ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣିବା ଏବଂ ସ୍ଥାନୀୟ ଯୁବକମାନଙ୍କ ପାଇଁ ସୁଯୋଗ ସୁନିଶ୍ଚିତ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ରେ ଲେଖିଛନ୍ତି;
"ପାହାଡପୁର ଗାଁର ଏକ ବିଦ୍ୟାଳୟ ପରିଦର୍ଶନ କରି ଖୁସି ହେଲି। ଏଠାରେ ମଧ୍ୟ ରାଷ୍ଟ୍ରପତି ଜୀ ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣିବା ଏବଂ ସ୍ଥାନୀୟ ଯୁବକମାନଙ୍କ ପାଇଁ ସୁଯୋଗ ସୁନିଶ୍ଚିତ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି।
@rashtrapatibhvn”
HS
(ରିଲିଜ ଆଡି: 2275901)
ପରିଦର୍ଶକ କାଉଣ୍ଟର : 22
ଏହି ରିଲିଜ ପଢନ୍ତୁ :
Malayalam
,
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Telugu
,
Kannada