ଉପରାଷ୍ଟ୍ରପତିଙ୍କ ସଚିବାଳୟ
ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ
प्रविष्टि तिथि:
08 JUL 2026 3:39PM by PIB Bhubaneswar
ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ୍ ଆସନ୍ତାକାଲି, ୯ ଜୁଲାଇ ୨୦୨୬ରେ ଭୁବନେଶ୍ୱର ଗସ୍ତରେ ଆସିବେ ।
ଏହି ଗସ୍ତ ସମୟରେ, ଉପରାଷ୍ଟ୍ରପତି ଭୁବନେଶ୍ୱରର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ଠାରେ ଏକ ଜାତୀୟ ସ୍ତରର କାର୍ଯ୍ୟକ୍ରମରେ ସମୁଦ୍ରରେ ଦୀର୍ଘସ୍ଥାୟୀ ମତ୍ସ୍ୟପାଳନ ପାଇଁ ଅନୁମୋଦନ ପତ୍ର (ଏଲଓଏ) ପ୍ରଦାନ କରିବେ । ଏହି ଅବସରରେ ସେ ଓଡ଼ିଶା ଗଭୀର ସମୁଦ୍ର ମାଛ ଧରା ମିଶନ ଦସ୍ତାବିଜକୁ ମଧ୍ୟ ଉନ୍ମୋଚନ କରିବେ।
ଆସନ୍ତାକାଲି ଅପରାହ୍ନରେ ଉପରାଷ୍ଟ୍ରପତି ଖୋର୍ଦ୍ଧାସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଏବଂ ଗବେଷଣା ସଂସ୍ଥାନ (ନାଇଜର)ର ପଞ୍ଚଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।
******
PS/Swadhin/ Manoj
(रिलीज़ आईडी: 2282481)
आगंतुक पटल : 33