ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 11 JUN 2026 6:12PM by PIB Bhubaneswar

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥିରୁ ସି. ଜୋସେଫ ବିଜୟ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି ;

“ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥିରୁ ସି. ଜୋସେଫ ବିଜୟ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

 

****

SSP


(ରିଲିଜ ଆଡି: 2283139) ପରିଦର୍ଶକ କାଉଣ୍ଟର : 24