ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜାମ୍ମୁ ଓ କାଶ୍ମୀର ମୁଖ୍ୟମନ୍ତ୍ରୀ

प्रविष्टि तिथि: 11 JUN 2026 6:08PM by PIB Bhubaneswar

ଜାମ୍ମୁ ଏବଂ କାଶ୍ମୀର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ କରିଛି;

“ଜାମ୍ମୁ ଏବଂ କାଶ୍ମୀର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

****

SSP


(रिलीज़ आईडी: 2283141) आगंतुक पटल : 13
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam