ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 11 JUN 2026 6:06PM by PIB Bhubaneswar

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଶ୍ରୀ ଡିକେ ଶିବକୁମାର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ କରିଛି;

“କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଶ୍ରୀ ଡିକେ ଶିବକୁମାର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।”

****

SSP


(ରିଲିଜ ଆଡି: 2283143) ପରିଦର୍ଶକ କାଉଣ୍ଟର : 21