ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 22 JUL 2026 3:24PM by PIB Bhubaneswar

ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି,

“ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

@AndhraPradeshCM"


(ରିଲିଜ ଆଡି: 2288137) ପରିଦର୍ଶକ କାଉଣ୍ଟର : 21