ରାଷ୍ଟ୍ରପତିଙ୍କ ସଚିବାଳୟ
ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ପୋଷ୍ଟ କରାଯିବା ଦିନାଙ୍କ:
02 AUG 2026 12:53PM by PIB Bhubaneswar
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ଠାରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ।
ଆସନ୍ତାକାଲି ରାଷ୍ଟ୍ରପତି କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଉଦଘାଟନ କରିବେ।
୪ ଅଗଷ୍ଟରେ ରାଷ୍ଟ୍ରପତି ଭୁବନେଶ୍ୱରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ଟ୍ରେନ ଯାତ୍ରା କରିବେ ଏବଂ ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିର ଓ ଶିବ ମନ୍ଦିରରେ ଦର୍ଶନ ଏବଂ ଆଳତୀ କରିବେ।
******
PS/Swadhin/ Manoj
(ରିଲିଜ ଆଡି: 2293427)
ପରିଦର୍ଶକ କାଉଣ୍ଟର : 47