ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
15 AUG 2026 10:12AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଗୁରୁତ୍ୱାରୋପ କରିଛନ୍ତି ଯେ ଦେଶ ସର୍ବଦା ତାଙ୍କ ଦୂରଦୃଷ୍ଟି ଏବଂ କାର୍ଯ୍ୟରୁ ପ୍ରେରଣା ନେବ।
ପ୍ରତ୍ୟେକ ଭାରତୀୟଙ୍କ ପ୍ରଗତି ଏବଂ ଦେଶକୁ ପ୍ରଗତିଶୀଳ ତଥା ସମୃଦ୍ଧ କରିବା ପାଇଁ କାର୍ଯ୍ୟ ଜାରି ରଖିବା ଲାଗି ପ୍ରଧାନମନ୍ତ୍ରୀ ନିଜର ପ୍ରତିବଦ୍ଧତାକୁ ଦୋହରାଇଥିଲେ।
ଏକ୍ସ ଉପରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:
"ଆଜି ସକାଳେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲି। ଆମେ ସବୁବେଳେ ତାଙ୍କ ଦୂରଦୃଷ୍ଟି ଏବଂ କାର୍ଯ୍ୟରୁ ପ୍ରେରଣା ପାଇବା ଜାରି ରଖିବୁ। ଆମେ ପ୍ରତ୍ୟେକ ଭାରତୀୟଙ୍କ ପ୍ରଗତି ଏବଂ ଆମ ଦେଶକୁ ପ୍ରଗତିଶୀଳ ତଥା ସମୃଦ୍ଧ କରିବା ପାଇଁ କାର୍ଯ୍ୟ ଜାରି ରଖିବୁ ।’’
HS
(ରିଲିଜ ଆଡି: 2300063)
ପରିଦର୍ଶକ କାଉଣ୍ଟର : 31
ଏହି ରିଲିଜ ପଢନ୍ତୁ :
Urdu
,
English
,
Marathi
,
हिन्दी
,
Manipuri
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam