ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଦୁର୍ଘଟଣାର ଶିକାର ହୋଇଥିବା ଲୋକମାନଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 17 AUG 2026 3:14PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଦୁର୍ଘଟଣାରେ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେୟାର କରିଛି:

‘‘ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଘୋଷଣା କରିଛନ୍ତି ।’’

HS


(ରିଲିଜ ଆଡି: 2300716) ପରିଦର୍ଶକ କାଉଣ୍ଟର : 24