ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 20 AUG 2026 10:41AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏକ୍ସ ଉପରେ ଏକ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି;

‘‘ତାଙ୍କର ଜୟନ୍ତୀ ଅବସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।’’

HS


(ରିଲିଜ ଆଡି: 2301917) ପରିଦର୍ଶକ କାଉଣ୍ଟର : 27