ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ତେଲେଙ୍ଗାନାର ସୂର୍ଯ୍ୟପେଟ୍ ଠାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
26 AUG 2026 2:21PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲେଙ୍ଗାନାର ସୂର୍ଯ୍ୟପେଟ୍ ଠାରେ ଘଟିଥିବା ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମଧ୍ୟ ପ୍ରାର୍ଥନା କରିଥିଲେ।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
ତେଲେଙ୍ଗାନାର ସୂର୍ଯ୍ୟପେଟରେ ଘଟିଥିବା ଦୁର୍ଘଟଣା ବିଷୟରେ ଜାଣି ଦୁଃଖିତ। ମୋର ଚିନ୍ତାଧାରା ସେମାନଙ୍କ ସହିତ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ନରେନଦ୍ର ମୋଦୀ ।
HS
(ରିଲିଜ ଆଡି: 2303595)
ପରିଦର୍ଶକ କାଉଣ୍ଟର : 8
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam