ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ହିମାଚଳ ପ୍ରଦେଶର ଚାମ୍ବା ଠାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 31 AUG 2026 12:49PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ଚାମ୍ବାଠାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। "ମୋର ଚିନ୍ତାଧାରା ସେହି ପରିବାର ସହିତ ଅଛି ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ଶ୍ରୀ ମୋଦୀ କହିଛନ୍ତି।

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:

ହିମାଚଳ ପ୍ରଦେଶର ଚାମ୍ବାରେ ଏକ ଦୁର୍ଘଟଣା ଯୋଗୁଁ ଜୀବନହାନି ଅତ୍ୟନ୍ତ ଦୁଃଖଦାୟକ। ମୋର ଚିନ୍ତାଧାରା ସେହି ପରିବାର ସହିତ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

HS


(ରିଲିଜ ଆଡି: 2304867) ପରିଦର୍ଶକ କାଉଣ୍ଟର : 18