ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
31 AUG 2026 12:56PM by PIB Bhubaneswar
ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଇ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ ହୋଇଛି;
"ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଇ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
@ChhattisgarhCMO”
HS
(ରିଲିଜ ଆଡି: 2304879)
ପରିଦର୍ଶକ କାଉଣ୍ଟର : 13
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam