ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପରୀକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ସଂସଦରେ ପାରିତ ହୋଇଥିବା ଏକ ବିଲକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
31 AUG 2026 12:57PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦରେ ପାରିତ ହୋଇଥିବା ଏକ ବିଲକୁ ପ୍ରଶଂସା କରି କହିଛନ୍ତି ଯେ ଏହା ଆମର ପରୀକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିଛି।
ଏକ୍ସ ଉପରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ସେୟାର କରିଛନ୍ତି:
"ସଂସଦ ଏକ ବିଲ୍ ପାସ୍ କରିଛି ଯାହା ଆମର ପରୀକ୍ଷା ବ୍ୟବସ୍ଥାକୁ ଅଧିକ ମଜବୁତ କରେ!"
HS
(ରିଲିଜ ଆଡି: 2304881)
ପରିଦର୍ଶକ କାଉଣ୍ଟର : 13
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Telugu
,
Kannada
,
Malayalam