ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଆସାମର ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 03 SEP 2026 10:28AM by PIB Bhubaneswar

ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ‘ଏକ୍ସ’ରେ ପୋଷ୍ଟ କରିଛି:

 

“ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।”

 

@CMOfficeAssam”

 

 

 

 

*****

MT


(ରିଲିଜ ଆଡି: 2306195) ପରିଦର୍ଶକ କାଉଣ୍ଟର : 43