ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଲଦାଖର ଉପରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
03 SEP 2026 10:29AM by PIB Bhubaneswar
ଲଦାଖର ଉପରାଜ୍ୟପାଳ ଶ୍ରୀ ବିନୟ କୁମାର ସକ୍ସେନା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ‘ଏକ୍ସ’ରେ ପୋଷ୍ଟ କରିଛି:
“ଲଦାଖର ଉପରାଜ୍ୟପାଳ ଶ୍ରୀ ବିନୟ କୁମାର ସକ୍ସେନା ପ୍ରଧାନମନ୍ତ୍ରୀ ଶ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି।”
*****
MT
(ରିଲିଜ ଆଡି: 2306196)
ପରିଦର୍ଶକ କାଉଣ୍ଟର : 50
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam