ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ବାସଭବନରେ ଗଣପତି ଦର୍ଶନ ସମୟରେ ଭଗବାନ ଶ୍ରୀ ଗଣେଶଙ୍କୁ ପୂଜାର୍ଚ୍ଚନା କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 SEP 2026 10:36PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣପତି ଦର୍ଶନ ପାଇଁ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପୀୟୁଷ ଗୋୟଲଙ୍କ ବାସଭବନ ପରିଦର୍ଶନ କରିଛନ୍ତି

ଭଗବାନ ଶ୍ରୀ ଗଣେଶଙ୍କ ଆଶୀର୍ବାଦ ପାଇଁ ପ୍ରଧାନମନ୍ତ୍ରୀ ସମସ୍ତଙ୍କ ନିକଟରେ ପ୍ରାର୍ଥନା କରିଥିଲେ

ପ୍ରଧାନମନ୍ତ୍ରୀ ଏକ୍ସ ଉପରେ ଲେଖିଛନ୍ତି;

"କେନ୍ଦ୍ର ମନ୍ତ୍ରୀ ଶ୍ରୀ ପୀୟୁଷ ଗୋୟଲ ଜୀଙ୍କ ବାସଭବନରେ ଗଣପତି ଦର୍ଶନ ପାଇଁ ଯାଇଥିଲି

ଭଗବାନ ଶ୍ରୀ ଗଣେଶ ସମସ୍ତଙ୍କୁ ଆଶୀର୍ବାଦ କରନ୍ତୁ!

@PiyushGoyal”

HS


(ରିଲିଜ ଆଡି: 2310410) ପରିଦର୍ଶକ କାଉଣ୍ଟର : 4