ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 26 SEP 2026 2:40PM by PIB Bhubaneswar

ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଏକ ପୋଷ୍ଟରେ କୁହାଯାଇଛି;

“ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

@CMOfficeUP”

 

 

SR


(ରିଲିଜ ଆଡି: 2315582) ପରିଦର୍ଶକ କାଉଣ୍ଟର : 4