ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବ୍ରିକ୍ସ ୨୦୨୬ ପାଇଁ ଭାରତର ପ୍ରସ୍ତୁତି ଉପରେ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱାରୋପ

ପୋଷ୍ଟ କରାଯିବା ଦିନାଙ୍କ: 28 SEP 2026 10:51AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିକ୍ସ ୨୦୨୬ ପାଇଁ ଭାରତର ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରିଛନ୍ତି।

 

ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରି କହିଛନ୍ତି;

 

“ବ୍ରିକ୍ସ ୨୦୨୬ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ!

 

@BricsIndia2026”

 

*****

MT

 


(ରିଲିଜ ଆଡି: 2315756) ପରିଦର୍ଶକ କାଉଣ୍ଟର : 8