ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ଉପରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
28 SEP 2026 11:10AM by PIB Bhubaneswar
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ଉପରାଜ୍ୟପାଳ ଡକ୍ଟର ଦୀନେଶ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେୟାର କରିଛି:
ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଉପରାଜ୍ୟପାଳ ଡକ୍ଟର ଦୀନେଶ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ
HS
(ରିଲିଜ ଆଡି: 2315787)
ପରିଦର୍ଶକ କାଉଣ୍ଟର : 15
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam