ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
01 OCT 2026 7:26PM by PIB Bhubaneswar
ଓଡ଼ିଶା ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ଗୋଟିଏ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି:
‘‘ଓଡ଼ିଶାର ରାଜ୍ୟପାଳ @DrHariBabuK ପ୍ରଧାନମନ୍ତ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି ।
@GovernorOdisha”
*****
PS
(ରିଲିଜ ଆଡି: 2318015)
ପରିଦର୍ଶକ କାଉଣ୍ଟର : 4