ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 01 OCT 2026 4:34PM by PIB Bhubaneswar

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ @DrMohanYadav51 ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।

@CMMadhyaPradesh”

SR


(ରିଲିଜ ଆଡି: 2319239) ପରିଦର୍ଶକ କାଉଣ୍ଟର : 4