ପୋଷ୍ଟ କରାଯିବା ଦିନାଙ୍କ:
29 SEP 2026 6:31PM by PIB Bhubaneswar
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ ହୋଇଛି;
"ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଙ୍କୁ ସାକ୍ଷାତ କରିଥିଲେ।
@CMODelhi”
HS