ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କ ସହ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ

ପୋଷ୍ଟ କରାଯିବା ଦିନାଙ୍କ: 21 OCT 2026 10:10AM by PIB Bhubaneswar

ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;

“ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ @Bhupendrapbjp ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି । @CMOGuj”

SR


(ରିଲିଜ ଆଡି: 2325686) ପରିଦର୍ଶକ କାଉଣ୍ଟର : 14