ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 08 NOV 2026 8:49PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ଏକ୍ସ ଉପରେ ଲେଖିଛନ୍ତି;

"ରାଷ୍ଟ୍ରପତି ଜୀଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଲି।

@rashtrapatibhvn”

HP


(ରିଲିଜ ଆଡି: 2334224) ପରିଦର୍ଶକ କାଉଣ୍ଟର : 18