ପୋଷ୍ଟ କରାଯିବା ଦିନାଙ୍କ:
07 NOV 2026 5:28PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉପରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକ୍ରିଷ୍ଣନ ଜୀଙ୍କୁ ଭେଟି ଦୀପାବଳିର ଶୁଭେଚ୍ଛା ବିନିମୟ କରିଛନ୍ତି।
ଏକ୍ସ ଉପରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି;
"ଉପରାଷ୍ଟ୍ରପତି ଥିରୁ ସି. ପି. ରାଧାକ୍ରିଷ୍ଣନ ଜୀଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଥିଲି ।
@VPIndia
@CPR_VP”
HS