ପୋଷ୍ଟ କରାଯିବା ଦିନାଙ୍କ:
06 NOV 2026 4:50PM by PIB Bhubaneswar
ତାମିଲନାଡ଼ୁ ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଅର୍ଲେକର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ତାମିଲନାଡ଼ୁ ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଅର୍ଲେକର @rajendraarlekar ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।@lokbhavan_tn”
SR