ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସମସ୍ତ ନାଗରିକଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 08 NOV 2026 6:55AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୀପାବଳିର ପବିତ୍ର ଅବସରରେ ଦେଶର ସମସ୍ତ ନାଗରିକଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସ ଉପରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି;

"ସମସ୍ତଙ୍କୁ ଦୀପାବଳି ଶୁଭେଚ୍ଛା!

ସାରା ଦେଶରେ ଆପଣଙ୍କ ପରିବାର ସଦସ୍ୟଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଉଛି "

HS


(ରିଲିଜ ଆଡି: 2334492) ପରିଦର୍ଶକ କାଉଣ୍ଟର : 14