ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସଂସଦ ଭବନ ପରିସରରେ ଭଗବାନ ବିର୍ସା ମୁଣ୍ଡାଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 15 NOV 2026 6:21PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସଂସଦ ଭବନ ପରିସରରେ ଭଗବାନ ବିର୍ସା ମୁଣ୍ଡାଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। 

ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ ଯେ ତାଙ୍କର ଅଦମ୍ୟ ସାହସ, ସଂଘର୍ଷ ଏବଂ ମାତୃଭୂମି ପ୍ରତି ସମର୍ପଣ ଭାବନା ପ୍ରତ୍ୟେକ ପିଢ଼ିକୁ ପ୍ରେରଣା ଯୋଗାଇବ। 

ପ୍ରଧାନମନ୍ତ୍ରୀ 'ଏକ୍ସ ’ରେ ସେୟାର କରିଛନ୍ତି: 

"ସଂସଦ ପରିସରରେ ଭଗବାନ ବିର୍ସା ମୁଣ୍ଡା ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି। ତାଙ୍କର ଅଦମ୍ୟ ସାହସ, ସଂଘର୍ଷ ଏବଂ ମାତୃଭୂମି ପ୍ରତି ସମର୍ପଣ ପ୍ରତ୍ୟେକ ପିଢ଼ିକୁ ପ୍ରେରଣା ଯୋଗାଇବ ।’’

HS


(ରିଲିଜ ଆଡି: 2336705) ପରିଦର୍ଶକ କାଉଣ୍ଟର : 7