ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କେରଳମ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 NOV 2026 8:55PM by PIB Bhubaneswar

କେରଳମର ମୁଖ୍ୟମନ୍ତ୍ରୀ ଶ୍ରୀ ଭି. ଡି. ସତୀସନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:

କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ଭି. ଡି. ସତୀସନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ।

@CMOkeralam

HS


(ରିଲିଜ ଆଡି: 2339708) ପରିଦର୍ଶକ କାଉଣ୍ଟର : 5