ପୋଷ୍ଟ କରାଯିବା ଦିନାଙ୍କ:
19 NOV 2026 1:37PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ ’ରେ ପୋଷ୍ଟ କରିଛନ୍ତି:
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।
HS